Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ଵରଙ୍କ ଦ୍ଵାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।

Gade chapit la Kopi

ପବିତ୍ର ବାଇବଲ

2 ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା।

Gade chapit la Kopi




ଆଦି ପୁସ୍ତକ 21:2
12 Referans Kwoze  

ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;


କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।


ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।


ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”


ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।


ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‌ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”


କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ।


ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।


Swiv nou:

Piblisite


Piblisite