ଆଦି ପୁସ୍ତକ 21:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit laଓଡିଆ ବାଇବେଲ22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit laପବିତ୍ର ବାଇବଲ22 ଏହା ପରେ ଅବିମେଲକ ଏବଂ ଫୀଖୋଲ୍ ନାମକ ଅବ୍ରହାମଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”