Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ଅବ୍ରହାମ କହିଲେ, ମୁଁ ଶପଥ କରିବି।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”

Gade chapit la Kopi

ପବିତ୍ର ବାଇବଲ

24 ତହିଁରେ ଅବ୍ରହାମ କହିଲେ, “ମୁଁ ପ୍ରତିଜ୍ଞା କରୁଛି।”

Gade chapit la Kopi




ଆଦି ପୁସ୍ତକ 21:24
6 Referans Kwoze  

ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।


ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।


ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍‍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।


ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”


ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।


ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ।


Swiv nou:

Piblisite


Piblisite