Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

25 ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।

Gade chapit la Kopi

ପବିତ୍ର ବାଇବଲ

25 ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କ‌ବ୍‌ଜା କରି ନେଇଛନ୍ତି।

Gade chapit la Kopi




ଆଦି ପୁସ୍ତକ 21:25
11 Referans Kwoze  

ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।


ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।


ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।


ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।


ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।


ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”


ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।


ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”


ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”


Swiv nou:

Piblisite


Piblisite