ଆଦି ପୁସ୍ତକ 21:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Gade chapit laଓଡିଆ ବାଇବେଲ32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Gade chapit laପବିତ୍ର ବାଇବଲ32 ତେଣୁ ଅବ୍ରହାମ ଏବଂ ଅବିମେଲକ ବେର୍ଶେବାଠାରେ ଏକ ଚୁକ୍ତି କଲେ। ଏହା ପରେ ଅବିମେଲକ ଏବଂ ତାଙ୍କର ସେନାପତି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Gade chapit la |