Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ କାଳ ପ୍ରବାସ କଲେ।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।

Gade chapit la Kopi

ପବିତ୍ର ବାଇବଲ

34 ଏବଂ ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ବାସ କଲେ।

Gade chapit la Kopi




ଆଦି ପୁସ୍ତକ 21:34
7 Referans Kwoze  

ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।


ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।


ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।


Swiv nou:

Piblisite


Piblisite