Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ଅବ୍ରହାମ ତାଙ୍କର ଛୁରୀ ଆଣିଲେ ଏବଂ ଇ‌ସ୍‌ହାକକୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହେଲେ।

Gade chapit la Kopi




ଆଦି ପୁସ୍ତକ 22:10
6 Referans Kwoze  

ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।


ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


Swiv nou:

Piblisite


Piblisite