ଆଦି ପୁସ୍ତକ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ; ତହିଁରେ ସେ କହିଲେ, ଦେଖନ୍ତୁ, ମୁଁ ଏଠାରେ। Gade chapit laଓଡିଆ ବାଇବେଲ11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” Gade chapit laପବିତ୍ର ବାଇବଲ11 କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!” Gade chapit la |