ଆଦି ପୁସ୍ତକ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ। Gade chapit laଓଡିଆ ବାଇବେଲ13 ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ13 ଏହା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମେଷ ଦେଖିଲେ, ତା'ର ଶିଙ୍ଗ ବୁଦାରେ ଚ୍ଛନ୍ଦି ହୋଇଥିଲା। ତେଣୁ ଅବ୍ରହାମ ସେହି ଅଣ୍ଡିରା ମେଷକୁ ଆଣି ହତ୍ୟା କଲେ ଓ ତାହାକୁ ନିଜପୁତ୍ର ବଦଳରେ ହୋମବଳିରେ ଉତ୍ସର୍ଗ କଲେ। Gade chapit la |