Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

19 ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫେରିଗଲେ। ଏହା ପରେ ସେମାନେ ସମସ୍ତେ ‌ବେ‌ର୍‌ଶେବାକୁ ଫେରିଗଲେ। ଏବଂ ଅବ୍ରହାମ ସେଠାରେ ବାସ କଲେ।

Gade chapit la Kopi




ଆଦି ପୁସ୍ତକ 22:19
7 Referans Kwoze  

ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।


ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।


ଓ ହତ୍‍ସର-ଶୁୟାଲ୍‍ ଓ ବେର୍‍ଶେବା ଓ ବିଷିୟୋଥିୟା;


ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।


ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”


ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।


ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍‍ଶେବାରେ ବିଚାରକର୍ତ୍ତା ଥିଲେ।


Swiv nou:

Piblisite


Piblisite