Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତାହାର ଜ୍ୟେଷ୍ଠ ପୁତ୍ର ଊଷ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ,

Gade chapit la Kopi

ଓଡିଆ ବାଇବେଲ

21 ତାହାର ଜ୍ୟେଷ୍ଠ ପୁତ୍ର ଊଷ୍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,

Gade chapit la Kopi

ପବିତ୍ର ବାଇବଲ

21 ତାହାର ଜ୍ୟେଷ୍ଠପୁତ୍ର ଊଷ, ତାହାର ଭାଇ ବୂଷ ଓ ଅରାମର ପିତା କମୂୟେଲ।

Gade chapit la Kopi




ଆଦି ପୁସ୍ତକ 22:21
9 Referans Kwoze  

ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।


ତହିଁରେ ରାମ୍‍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା।


ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”


ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲଫ୍‍ ଓ ବଥୂୟେଲ।


ଦଦାନ, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;


ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;


Swiv nou:

Piblisite


Piblisite