Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 22:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ନାହୋରର ରୂମା ନାମ୍ନୀ ଉପପନିୀଠାରୁ ଟେବହ ଓ ଗହମ୍ ଓ ତହଶ୍ ଓ ମାଖା, ଏମାନେ ଜାତ ହେଲେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।

Gade chapit la Kopi

ପବିତ୍ର ବାଇବଲ

24 ଏବଂ ନାହୋରର ରୂମା ନାମ୍ନୀ ଦାସୀଠାରୁ ଟେବହ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।

Gade chapit la Kopi




ଆଦି ପୁସ୍ତକ 22:24
7 Referans Kwoze  

ଗର୍ବୀ ଲୋକର ଗୃହ ସଦାପ୍ରଭୁ ଉପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;


ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।


ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।


ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।


ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।


ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।


ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।


Swiv nou:

Piblisite


Piblisite