Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ଇଫ୍ରୋଣ ହେତର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ ହେତୀୟ ଇଫ୍ରୋଣ ଆପଣା ନଗର-ଦ୍ଵାରରେ ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,

Gade chapit la Kopi

ଓଡିଆ ବାଇବେଲ

10 ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,

Gade chapit la Kopi

ପବିତ୍ର ବାଇବଲ

10 ସେହି ସମୟରେ ଇଫ୍ରୋଣ ସେହି ଲୋକମାନଙ୍କ ମଧ୍ୟରେ ବସିଥିଲା। ତେଣୁ ହେତର ଇଫ୍ରୋଣ ଆପଣା ନଗର ବହିଃଦ୍ୱାର ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା।

Gade chapit la Kopi




ଆଦି ପୁସ୍ତକ 23:10
11 Referans Kwoze  

ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା।


ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;


ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।


ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।


ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।


ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।


Swiv nou:

Piblisite


Piblisite