Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପ୍ରଭୋ, ସେପରି ହେବ ନାହିଁ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ଵବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ମୃତକୁ କବର ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

11 “ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

11 “ନା ମୁନିବ, ସେପରି ହେବ ନାହିଁ। ମୋ’ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି। ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି। ଆପଣ ନିଜ ସ୍ତ୍ରୀର ମୃତ ଦେହକୁ କବର ଦିଅନ୍ତୁ।”

Gade chapit la Kopi




ଆଦି ପୁସ୍ତକ 23:11
15 Referans Kwoze  

ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ।


ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।


ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।


ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ‘ତୁମ୍ଭେ ନଗର-ଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର।’ ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରେ ମୁଁ ଅଛି।” ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”


ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।


ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।


ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।


ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।


ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।


ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”


ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।


Swiv nou:

Piblisite


Piblisite