Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,

Gade chapit la Kopi

ପବିତ୍ର ବାଇବଲ

14 ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲେ,

Gade chapit la Kopi




ଆଦି ପୁସ୍ତକ 23:14
2 Referans Kwoze  

ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”


“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”


Swiv nou:

Piblisite


Piblisite