Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,

Gade chapit la Kopi

ଓଡିଆ ବାଇବେଲ

17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,

Gade chapit la Kopi

ପବିତ୍ର ବାଇବଲ

17-18 ଏଣୁ ଇଫ୍ରୋଣ ସେହି ଭୂମିର ମାଲିକାନା ବଦଳାଇଲେ। ମମ୍ରି ପାଖରେ ଯେଉଁ ଜମି ମ‌କ୍‌ପେଲାରେ ଥିବା ଗୁହା ପାର୍ଶ୍ୱ ଏବଂ ଚତୁର୍ପାର୍ଶ୍ୱରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା। ଏହି ଚୁକ୍ତି ନଗର ଫାଟକରେ ହେତର ଲୋକମାନଙ୍କ ଆଗରେ କରାଗଲା।

Gade chapit la Kopi




ଆଦି ପୁସ୍ତକ 23:17
14 Referans Kwoze  

ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।


ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।


ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।


ଆଉ ସେମାନଙ୍କ ମୃତ ଶରୀର, ଶିଖିମକୁ ନିଆଯାଇ, ଅବ୍ରହାମ ସେଠାକାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି-ସ୍ଥାନକୁ ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ।


ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”


ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।


ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?


Swiv nou:

Piblisite


Piblisite