Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ହେତର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର କଲେ, ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;

Gade chapit la Kopi

ପବିତ୍ର ବାଇବଲ

5 ହେତର ଲୋକମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ,

Gade chapit la Kopi




ଆଦି ପୁସ୍ତକ 23:5
6 Referans Kwoze  

ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍


“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”


ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”


ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,


ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍‍କୁ ଜାତ କଲା;


ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।


Swiv nou:

Piblisite


Piblisite