ଆଦି ପୁସ୍ତକ 23:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ। Gade chapit laଓଡିଆ ବାଇବେଲ6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।” Gade chapit laପବିତ୍ର ବାଇବଲ6 “ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।” Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”