Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତର ସନ୍ତାନମାନଙ୍କୁ ପ୍ରଣାମ କଲେ।

Gade chapit la Kopi

ଓଡିଆ ବାଇବେଲ

7 ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

7 ଅବ୍ରହାମ ଉଠି ସେହି ଲୋକମାନଙ୍କୁ ପ୍ରଣାମ କଲେ।

Gade chapit la Kopi




ଆଦି ପୁସ୍ତକ 23:7
11 Referans Kwoze  

ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।


ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍


ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”


ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।


ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।


ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।


Swiv nou:

Piblisite


Piblisite