Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି କଥୋପକଥନ କରି କହିଲେ, ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯେବେ ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

8 ଅବ୍ରହାମ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋର ସ୍ତ୍ରୀକୁ କବର ଦେବା ପାଇଁ ସାହାଯ୍ୟ କରିବାକୁ ଗ୍ଭହୁଁଥାଅ। ତେବେ ତୁମ୍ଭେମାନେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କର।

Gade chapit la Kopi




ଆଦି ପୁସ୍ତକ 23:8
7 Referans Kwoze  

କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”


ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।


ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।


ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”


Swiv nou:

Piblisite


Piblisite