ଆଦି ପୁସ୍ତକ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ। Gade chapit laଓଡିଆ ବାଇବେଲ1 ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ। Gade chapit laପବିତ୍ର ବାଇବଲ1 ଅବ୍ରହାମ ବାର୍ଦ୍ଧକ୍ୟ ଅବସ୍ଥାରେ ବଞ୍ଚିଥିଲେ। ସଦାପ୍ରଭୁ ଅବ୍ରହାମଙ୍କୁ ସମସ୍ତ ଗତିରେ ଆଶାର୍ବାଦ କରିଥିଲେ। Gade chapit la |