Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗର-ବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

13 ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

13 ଏହିଠାରେ ମୁଁ କୂପ ନିକଟରେ ଛିଡ଼ା ହୋଇ ଅଛି। ଏବଂ ନଗରରୁ କନ୍ୟାମାନେ ପାଣି ନେବାକୁ ଏଠାକୁ ଆସୁଛନ୍ତି।

Gade chapit la Kopi




ଆଦି ପୁସ୍ତକ 24:13
10 Referans Kwoze  

ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;


ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।


ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”


ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।


ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”


ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।


ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।


ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।


ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”


Swiv nou:

Piblisite


Piblisite