Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳଶ ପୂର୍ଣ୍ଣ କରି ଉଠି ଆସୁଅଛି,

Gade chapit la Kopi

ଓଡିଆ ବାଇବେଲ

16 ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,

Gade chapit la Kopi

ପବିତ୍ର ବାଇବଲ

16 ସେ ବହୁତ ସୁନ୍ଦରୀ ଥିଲେ। ସେ ମଧ୍ୟ ଅବିବାହିତା ଥିଲେ। ସେ ଜଣେ କୁମାରୀ। ସେ କୂଅ ନିକଟକୁ ଗଲେ ଓ ତା'ର ପାତ୍ରରେ ପାଣି ଭର୍ତ୍ତି କଲେ।

Gade chapit la Kopi




ଆଦି ପୁସ୍ତକ 24:16
7 Referans Kwoze  

ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।


ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”


ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।


ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”


ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।


ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।


Swiv nou:

Piblisite


Piblisite