Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏପରି ସମୟରେ ସେହି ଦାସ ଦୌଡ଼ିଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏପରି ସମୟରେ ସେହି ଦାସ ଦୌଡ଼ି ଯାଇ ତାହା ସଙ୍ଗେ ଦେଖା କରି କହିଲା, ମୁଁ ବିନୟ କରୁଅଛି, ତୁମ୍ଭ କଳଶରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

17 ଏପରି ସମୟରେ ସେହି ଦାସ ଦୌଡ଼ି ଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ

17 ଏହା ପରେ ସେହି ଦାସଜଣକ ତାଙ୍କ ପାଖକୁ ଗଲେ ଏବଂ କହିଲେ, “ଦୟାକରି ତୁମ୍ଭ ପାତ୍ରରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”

Gade chapit la Kopi




ଆଦି ପୁସ୍ତକ 24:17
10 Referans Kwoze  

ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”


ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।


ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”


ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।


ଏହି କଥା ମୁଁ ମନେ ମନେ କହୁଥିଲି, ଏଥିମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ‘ବିନୟ କରୁଅଛି, ମୋତେ ଜଳ ପାନ କରାଅ।’


Swiv nou:

Piblisite


Piblisite