Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ସେ କହିଲା, ମହାଶୟ, ପାନ କରନ୍ତୁ; ଏହା କହି ସେ ଶୀଘ୍ର କଳଶ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।

Gade chapit la Kopi

ଓଡିଆ ବାଇବେଲ

18 ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।

Gade chapit la Kopi

ପବିତ୍ର ବାଇବଲ

18 ରିବିକା ତ‌‌‌ତ୍‌‌‌କ୍ଷଣାତ୍ ତାଙ୍କ କାନ୍ଧରୁ ପାତ୍ରଟିକୁ ଓହ୍ଲାଇ ତାଙ୍କୁ ପିଇବାକୁ ଦେଲେ। ରିବିକା କହିଲେ, “ହେ ମହାଶୟ ପାନ କର।”

Gade chapit la Kopi




ଆଦି ପୁସ୍ତକ 24:18
6 Referans Kwoze  

ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।


ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”


ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, ‘ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି;’ ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।


ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”


Swiv nou:

Piblisite


Piblisite