Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ତାହାକୁ ପାନ କରାଇଲା ଉତ୍ତାରେ କହିଲା, ମଧ୍ୟ ତୁମ୍ଭର ଓଟ ସବୁ ଜଳ ପିଇସାରିବା ଯାଏ ମୁଁ ଜଳ କାଢ଼ିବି।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”

Gade chapit la Kopi

ପବିତ୍ର ବାଇବଲ

19 ଜଳପାନ କରିବାକୁ ଦେଇ ରିବିକା କହିଲେ, “ମୁଁ ମଧ୍ୟ ତୁମ୍ଭ ଓଟମାନଙ୍କୁ ଜଳପାନ କରାଇବି।”

Gade chapit la Kopi




ଆଦି ପୁସ୍ତକ 24:19
4 Referans Kwoze  

ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”


କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।


Swiv nou:

Piblisite


Piblisite