Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।

Gade chapit la Kopi

ଓଡିଆ ବାଇବେଲ

21 ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।

Gade chapit la Kopi

ପବିତ୍ର ବାଇବଲ

21 ତା'ପରେ ସେ କନ୍ୟାକୁ ଅତି ପାଖରେ ଏବଂ ଶାନ୍ତଭାବରେ ଦେଖିଲେ, ସେ ନିଶ୍ଚିତ ହେବାପରେ ଏବଂ ଜାଣିଲେ ସଦାପ୍ରଭୁ ତାଙ୍କର ଯାତ୍ରା ସଫଳ କରିଥିଲେ।

Gade chapit la Kopi




ଆଦି ପୁସ୍ତକ 24:21
13 Referans Kwoze  

ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।


ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।


ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।


କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।


ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!


ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”


ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।


“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”


Swiv nou:

Piblisite


Piblisite