Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ସେ ଉତ୍ତର କଲା, ନାହୋରର ଔରସରେ ମିଲ୍‍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍‍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”

Gade chapit la Kopi

ପବିତ୍ର ବାଇବଲ

24 ରିବିକା ଉତ୍ତର ଦେଲେ, “ମୋର ପିତା ବଥୂୟେଲ, ନାହୋରର ଓ ମି‌ଲ୍‌କାର ଜନ୍ମ ପୁତ୍ର।”

Gade chapit la Kopi




ଆଦି ପୁସ୍ତକ 24:24
8 Referans Kwoze  

ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।


ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।


ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”


ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।


“ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି?”


ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”


ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, ‘ତୁମ୍ଭେ କାହାର କନ୍ୟା?’ ତହିଁରେ ସେ କହିଲା, ‘ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।’ ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।


ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”


Swiv nou:

Piblisite


Piblisite