Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେ ଆହୁରି କହିଲା, ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟ ରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।

Gade chapit la Kopi

ଓଡିଆ ବାଇବେଲ

25 ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟ ରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”

Gade chapit la Kopi

ପବିତ୍ର ବାଇବଲ

25 ଏହା ପରେ ସେ ମଧ୍ୟ କହିଲେ, “ଆଜ୍ଞା ହଁ ତୁମ୍ଭ ଓଟମାନଙ୍କ ଖାଇବା ପାଇଁ ଆମ୍ଭର ନଡ଼ା ଅଛି ଓ ତୁମ୍ଭର ବିଶ୍ରାମ ପାଇଁ ଆମ୍ଭର ସ୍ଥାନ ଅଛି।”

Gade chapit la Kopi




ଆଦି ପୁସ୍ତକ 24:25
8 Referans Kwoze  

କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।


ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”


ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,


ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।


ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।


Swiv nou:

Piblisite


Piblisite