Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।

Gade chapit la Kopi

ଓଡିଆ ବାଇବେଲ

29 ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ

29-30 ରିବିକାର ଏକ ଭାଇ ଥିଲେ। ତାଙ୍କର ନାମ ଲାବନ। ରିବିକା ତାଙ୍କୁ ସବୁକଥା ଜଣାଇଲେ। ଲାବନ ଏହିକଥା ଶୁଣିବା ସମୟରେ ତାହାର ହସ୍ତରେ ଯେତେବେଳେ ବଳା ଦେଖିଲେ। ସେ କୂଅ ପାଖକୁ ଦୌଡ଼ିଗଲେ। ଏବଂ ସେହିଲୋକ ଜଣକ ଓଟମାନଙ୍କୁ ଧରି ସେହି କୂପ ପାଖରେ ଠିଆ ହୋଇଥିଲେ।

Gade chapit la Kopi




ଆଦି ପୁସ୍ତକ 24:29
8 Referans Kwoze  

ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”


ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।


ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”


ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”


ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,


ସେହି ଇସ୍‌ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।


ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।


ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।


Swiv nou:

Piblisite


Piblisite