Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,

Gade chapit la Kopi




ଆଦି ପୁସ୍ତକ 24:30
7 Referans Kwoze  

ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,


ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।


“ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”


ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକସମୂହର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।


ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”


କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।


Swiv nou:

Piblisite


Piblisite