Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଅନନ୍ତର ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ। ତହିଁରେ ଲାବନ କହିଲା, କୁହ।

Gade chapit la Kopi

ଓଡିଆ ବାଇବେଲ

33 ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”

Gade chapit la Kopi

ପବିତ୍ର ବାଇବଲ

33 ଏହା ପରେ ଲାବନ ତାଙ୍କୁ ଖାଦ୍ୟ ଖାଇବାକୁ ଦେଲେ, କିନ୍ତୁ ସେହି ଦାସ ଖାଇବାକୁ ମନା କଲେ। ସେ କହିଲେ, “ମୁଁ ଆସିବାର ଉଦ୍ଦେଶ୍ୟ ନ କହିବା ପର୍ଯ୍ୟନ୍ତ ତୁମ୍ଭ ଘରେ ଖାଇବି ନାହଁ।” ତେଣୁ ଲାବନ କହିଲେ, “ତେବେ କୁହନ୍ତୁ।”

Gade chapit la Kopi




ଆଦି ପୁସ୍ତକ 24:33
11 Referans Kwoze  

ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।


ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।


ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।


ତେବେ ସେ କହିଲା, “ମୁଁ ଅବ୍ରହାମଙ୍କର ଦାସ।


ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।


Swiv nou:

Piblisite


Piblisite