ଆଦି ପୁସ୍ତକ 24:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)35 ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ବଡ଼ଲୋକ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି ଓଟ ଗଧ ଦେଇଅଛନ୍ତି। Gade chapit laଓଡିଆ ବାଇବେଲ35 ସଦାପ୍ରଭୁ ମୋ’ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ୍ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ35 ସଦାପ୍ରଭୁ ମୋର ପ୍ରଭୁଙ୍କୁ ସବୁ କ୍ଷେତ୍ରରେ ଅତିଶୟ ଆଶୀର୍ବାଦ କରିଛନ୍ତି। ତେଣୁ ସେ ବଡ଼ ଲୋକ ହୋଇଛନ୍ତି। ଆଉ ସଦାପ୍ରଭୁ ତାହାଙ୍କୁ ପଲ ପଲ ଗୋରୁ, ମେଷ, ସୁନା, ରୂପା, ଦାସଦାସୀ, ଓଟ ଓ ଗଧ ଦେଇଛନ୍ତି। Gade chapit la |