ଆଦି ପୁସ୍ତକ 24:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)36 ପୁଣି ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ଵ ଦେଇଅଛନ୍ତି। Gade chapit laଓଡିଆ ବାଇବେଲ36 ପୁଣି, ମୋ’ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ36 ସାରା ମୋର କର୍ତ୍ତାଙ୍କର ସ୍ତ୍ରୀ, ସେ ବୁଢ଼ି ବୟସରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ମୋ’ କର୍ତ୍ତାଙ୍କର ସମସ୍ତ ସମ୍ପତ୍ତି ସେ ପ୍ରାପ୍ତ ହେବ। Gade chapit la |