Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, ‘କେଜାଣି କୌଣସି କନ୍ୟା ମୋʼ ସଙ୍ଗରେ ନ ଆସିବ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, କେଜାଣି କୌଣସି କନ୍ୟା ମୋʼ ସଙ୍ଗରେ ନ ଆସିବ।

Gade chapit la Kopi

ଓଡିଆ ବାଇବେଲ

39 ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, “କେଜାଣି କୌଣସି କନ୍ୟା ମୋ’ ସଙ୍ଗରେ ନ ଆସିବ।”

Gade chapit la Kopi

ପବିତ୍ର ବାଇବଲ

39 ମୁଁ ମୋର କର୍ତ୍ତାଙ୍କୁ କହିଲି, ‘ଏପରିକି ସେ ସ୍ତ୍ରୀ ମୋ’ ସହିତ ଏଠାକୁ ଆସି ନ ପାରେ।’

Gade chapit la Kopi




ଆଦି ପୁସ୍ତକ 24:39
2 Referans Kwoze  

ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?”


ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।’


Swiv nou:

Piblisite


Piblisite