ଆଦି ପୁସ୍ତକ 24:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତହିଁରେ ସେ କହିଲେ, ‘ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ; Gade chapit laପବିତ୍ର ବାଇବଲ (Re-edited) - (BSI)40 ତହିଁରେ ସେ କହିଲେ, ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ; Gade chapit laଓଡିଆ ବାଇବେଲ40 ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ; Gade chapit laପବିତ୍ର ବାଇବଲ40 କିନ୍ତୁ ମୋର ପ୍ରଭୁ ମୋତେ କହିଲେ, ‘ମୁଁ ସଦାପ୍ରଭୁଙ୍କର ସେବା କରେ ଏବଂ ସଦାପ୍ରଭୁ ତାଙ୍କ ଦୂତଙ୍କୁ ପଠାଇବେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଏବଂ ତୁମ୍ଭର ଯାତ୍ରା ସଫଳ କରିବେ ତୁମ୍ଭେ ଯାଅ। ମୋର ପିତାଙ୍କ ବଂଶରୁ ମୋର ପୁଅ ନିମନ୍ତେ କନ୍ୟା ଆଣିବ। Gade chapit la |
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।