ଆଦି ପୁସ୍ତକ 24:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’ Gade chapit laପବିତ୍ର ବାଇବଲ (Re-edited) - (BSI)41 ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ। Gade chapit laଓଡିଆ ବାଇବେଲ41 ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।” Gade chapit laପବିତ୍ର ବାଇବଲ41 କିନ୍ତୁ ତୁମ୍ଭେ ଯଦି ଯାଅ ମୋର ବନ୍ଧୁବାନ୍ଧବମାନଙ୍କ ପାଖକୁ ଯାଅ, ଆଉ ସେମାନେ ଯଦି ମନା କରିବେ ମୋ’ ପୁତ୍ର ପାଇଁ କନ୍ୟା ଦେବା ପାଇଁ, ତେବେ ତୁମ୍ଭେ ତୁମ୍ଭ ପ୍ରତିଜ୍ଞାରୁ ମୁକ୍ତ ହେବ।’ Gade chapit la |