ଆଦି ପୁସ୍ତକ 24:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏହି କଥା ମୁଁ ମନେ ମନେ କହୁଥିଲି, ଏଥିମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ‘ବିନୟ କରୁଅଛି, ମୋତେ ଜଳ ପାନ କରାଅ।’ Gade chapit laପବିତ୍ର ବାଇବଲ (Re-edited) - (BSI)45 ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳଶ ଘେନି ବାହାରକୁ ଆସିଲା। ପୁଣି ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ବିନୟ କରୁଅଛି, ମୋତେ ଜଳ ପାନ କରାଅ। Gade chapit laଓଡିଆ ବାଇବେଲ45 ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, “ବିନୟ କରୁଅଛି, ମୋତେ ଜଳ ପାନ କରାଅ।” Gade chapit laପବିତ୍ର ବାଇବଲ45 “ମୋର ନୀରବର ପ୍ରାର୍ଥନା ସରିବା ପୂର୍ବରୁ ରିବିକା କାନ୍ଧରେ ଜଳପାତ୍ର ଧରି କୂଅମୂଳକୁ ଆସିଲେ। ସେ ଜଳପାତ୍ର କୂଅ ଭିତରକୁ ପକାଇଲେ ଏବଂ କିଛି ଜଳ କାଢ଼ିଲେ। Gade chapit la |