Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।

Gade chapit la Kopi

ଓଡିଆ ବାଇବେଲ

51 ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”

Gade chapit la Kopi

ପବିତ୍ର ବାଇବଲ

51 ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାକୁ ନେଇ ପ୍ରସ୍ଥାନ କର। ସଦାପ୍ରଭୁଙ୍କ ଇଚ୍ଛାନୁସାରେ ତାକୁ ତୁମ୍ଭ କର୍ତ୍ତାଙ୍କର ପୁତ୍ରଙ୍କୁ ବିବାହ ଦିଅ।”

Gade chapit la Kopi




ଆଦି ପୁସ୍ତକ 24:51
6 Referans Kwoze  

ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”


ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।


ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”


ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।


ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା।


ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।


Swiv nou:

Piblisite


Piblisite