Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:59 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।

Gade chapit la Kopi

ଓଡିଆ ବାଇବେଲ

59 ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ

59 ତେଣୁ ସେମାନେ ଅବ୍ରହାମଙ୍କର ଭୃତ୍ୟ ଏବଂ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କ ସହିତ ରିବିକାକୁ ପଠାଇ ଦେଲେ। ରିବିକାର ସେବିକା ମଧ୍ୟ ତାଙ୍କ ସହିତ ଗଲା।

Gade chapit la Kopi




ଆଦି ପୁସ୍ତକ 24:59
8 Referans Kwoze  

ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।


ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’


ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”


ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।


ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋʼ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”


ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।”


Swiv nou:

Piblisite


Piblisite