Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:64 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

64 ସେତେବେଳେ ରିବିକା ଅନାଇ ଇସ୍‌ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

64 ସେତେବେଳେ ରିବିକା ଅନାଇ ଇସ୍‍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।

Gade chapit la Kopi

ଓଡିଆ ବାଇବେଲ

64 ସେତେବେଳେ ରିବିକା ଅନାଇ ଇସ୍‍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।

Gade chapit la Kopi

ପବିତ୍ର ବାଇବଲ

64 ରିବିକା ଅନାଇ ଇ‌ସ୍‌ହାକଙ୍କୁ ଦେଖିଲେ, ତା'ପରେ ସେ ଓଟରୁ ଓହ୍ଲାଇ ପଡ଼ିଲେ।

Gade chapit la Kopi




ଆଦି ପୁସ୍ତକ 24:64
4 Referans Kwoze  

ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”


ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”


ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।


ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।


Swiv nou:

Piblisite


Piblisite