Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେବେ ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତା ନୋହିବ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ଯଦି ସେହି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତେବେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହେବ। କିନ୍ତୁ ତୁମ୍ଭେ ମୋର ପୁତ୍ରକୁ ସେହି ସ୍ଥାନକୁ ନିଅ ନାହିଁ।”

Gade chapit la Kopi




ଆଦି ପୁସ୍ତକ 24:8
8 Referans Kwoze  

ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,


ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”


ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।


ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’


Swiv nou:

Piblisite


Piblisite