Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 25:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‌ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‌ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପରମେଶ୍ଵର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି ଇସ୍‍ହାକ ବେର୍-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।

Gade chapit la Kopi

ଓଡିଆ ବାଇବେଲ

11 ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।

Gade chapit la Kopi

ପବିତ୍ର ବାଇବଲ

11 ଅବ୍ରହାମଙ୍କ ମୃତ୍ୟୁପରେ ପରମେଶ୍ୱର ତାଙ୍କର ପୁତ୍ର ଇ‌ସ୍‌ହାକଙ୍କୁ ଆଶୀର୍ବାଦ କଲେ। ଏବଂ ଇ‌ସ୍‌ହାକ ବେର-ଲହୟରୋୟୀ ନାମକ ସ୍ଥାନରେ ବସତି କଲେ।

Gade chapit la Kopi




ଆଦି ପୁସ୍ତକ 25:11
11 Referans Kwoze  

ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।


ସେହି ସମୟରେ ଇସ୍‌ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।


ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”


ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।


ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।


ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।


ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।


Swiv nou:

Piblisite


Piblisite