Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 25:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାଏଲର ବଂଶାବଳୀ।

Gade chapit la Kopi

ଓଡିଆ ବାଇବେଲ

12 ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।

Gade chapit la Kopi

ପବିତ୍ର ବାଇବଲ

12 ଏହା ସାରାର ମିଶରୀୟା ଦାସୀ ହାଗାରର ପୁତ୍ର, ଇଶ୍ମାଏଲଙ୍କର ପରିବାରର ତାଲିକା ଅଟେ।

Gade chapit la Kopi




ଆଦି ପୁସ୍ତକ 25:12
8 Referans Kwoze  

ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,


ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”


ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।


ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”


ପୁଣି ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।


ଅବ୍ରହାମଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ।


ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍ମା ଓ ଦୂମା, ମସା;


Swiv nou:

Piblisite


Piblisite