Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 25:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ଯକ୍ଷନ୍ ଶିବା ଓ ଦଦାନ୍କୁ ଜାତ କଲା। ଦଦାନ୍ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।

Gade chapit la Kopi

ଓଡିଆ ବାଇବେଲ

3 ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।

Gade chapit la Kopi

ପବିତ୍ର ବାଇବଲ

3 ସେହି ଯ‌କ୍‌ଷନ୍ ଶିବା ଓ ଦଦାନକୁ ଜନ୍ମ ଦେଲା। ଦଦାନର ପୁତ୍ରମାନେ ହେଲେ, ଅଶୂରୀୟ, ଲଟୂଶୀୟ ଓ ଲିୟମ୍ମୀୟ।

Gade chapit la Kopi




ଆଦି ପୁସ୍ତକ 25:3
14 Referans Kwoze  

ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।


ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।


ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।


ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।


ଦଦାନ, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;


ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ।


ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।


ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।


ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।


ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।


ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।


ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।


ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।


ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।


Swiv nou:

Piblisite


Piblisite