Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ଅବ୍ରହାମ ଉପପନିୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ

6 ଅବ୍ରହାମ ମୃତ୍ୟୁ ପୂର୍ବରୁ ସେ ଦାସୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସେହି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। ସେ ସେମାନଙ୍କୁ ଇ‌ସ୍‌ହାକଠାରୁ ଦୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇ‌ସ୍‌ହାକଙ୍କୁ ଦେଲେ।

Gade chapit la Kopi




ଆଦି ପୁସ୍ତକ 25:6
18 Referans Kwoze  

ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।


ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।


ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।


ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।


ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।


ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।


ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।


ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।


ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।


Swiv nou:

Piblisite


Piblisite