Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 25:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।

Gade chapit la Kopi

ଓଡିଆ ବାଇବେଲ

7 ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତୋରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ଅବ୍ରହାମ 175 ବର୍ଷ ବଞ୍ଚିଲେ।

Gade chapit la Kopi




ଆଦି ପୁସ୍ତକ 25:7
6 Referans Kwoze  

ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ଇସ୍‌ହାକଙ୍କର ଆୟୁର ପରିମାଣ ଏକ ଶହ ଅଶୀ ବର୍ଷ ଥିଲା।


ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।


ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।


ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।


Swiv nou:

Piblisite


Piblisite