ଆଦି ପୁସ୍ତକ 25:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁହୋଇ ପ୍ରାଣତ୍ୟାଗ କଲେ; ଆଉ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ। Gade chapit laଓଡିଆ ବାଇବେଲ8 ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ। Gade chapit laପବିତ୍ର ବାଇବଲ8 ଏହା ପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ୟୁବରଣ କଲେ। ସେ ଅନେକ ବର୍ଷ ପର୍ଯ୍ୟନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ। Gade chapit la |