Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ୍ ହେଲେ

Gade chapit la Kopi

ଓଡିଆ ବାଇବେଲ

13 ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ୍‍ ହେଲେ

Gade chapit la Kopi

ପବିତ୍ର ବାଇବଲ

13 ଇ‌ସ୍‌ହାକ ବୃଦ୍ଧି ପାଇବାକୁ ଲାଗିଲେ। ଅଧିକରୁ ଅଧିକ ଧନୀ ହେଲେ ଯେପର୍ଯ୍ୟନ୍ତ ସେ ଅଧିକ ଧନଶାଳୀ ହେଲେ।

Gade chapit la Kopi




ଆଦି ପୁସ୍ତକ 26:13
5 Referans Kwoze  

ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।


ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ


ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।


ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।


ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।


Swiv nou:

Piblisite


Piblisite