ଆଦି ପୁସ୍ତକ 26:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।” Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା। Gade chapit laଓଡିଆ ବାଇବେଲ22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା। Gade chapit laପବିତ୍ର ବାଇବଲ22 ପୁଣି ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। “ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ଯଥେଷ୍ଟ ସ୍ଥାନ ଦେଇଛନ୍ତି। ଆମ୍ଭେ ଏହି ଦେଶରେ ବୃଦ୍ଧି ପାଇବା।” Gade chapit la |